ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ

ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ

ଭୁବନେଶ୍ଵର, ୭ /୮ : ଆଜି ରାଜ୍ୟ କ୍ୟାବିନେଟ୍। ପୂର୍ବାହ୍ନରେ ଲୋକସେବା ଭବନରେ ଚତୁର୍ଥ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକ​‌ରେ ବହୁ ଗୁରୁତ୍ଵପୂର୍ଣ୍ଣ ବିଷୟରେ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି।