ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନ୍ଦୋଳନ

ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନ୍ଦୋଳନ

ଭୁବନେଶ୍ୱର, ୮/ ୭ : ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନ୍ଦୋଳନ। ୬ ଦଫା ଦାବି ନେଇ ଡ୍ରାଇଭର ମହାସଂଘର ଆନ୍ଦୋଳନ ହେଉଥିବାବେଳେ ଯାତ୍ରୀମାନେ ବହୁତ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।

ଏହି ଆନ୍ଦୋଳନରେ ମୁଖ୍ୟତଃ ପୋଲିସକୁ ଗାଡି ଚେକିଂ କ୍ଷମତା ପ୍ରଦାନ ପ୍ରକ୍ରିୟାକୁ ବିରୋଧ ହେଉଛି। ବିଭିନ୍ନ ସ୍ଥାନରେ ଏହାର ପ୍ରଭାବ ପରିଲକ୍ଷିତ ହେଉଥିବାବେଳେ ଯାତ୍ରୀମାନେ ହନ୍ତସନ୍ତ ହେଉଛନ୍ତି।