ବିଜେଡିରୁ ୨ ବିଧାୟକ ସସପେଣ୍ଡ, ଦଳ ବିରୋଧୀ କାର୍ଯ୍ୟ ପାଇଁ କାର୍ଯ୍ୟାନୁଷ୍ଠାନ

ବିଜେଡିରୁ ୨ ବିଧାୟକ ସସପେଣ୍ଡ, ଦଳ ବିରୋଧୀ କାର୍ଯ୍ୟ ପାଇଁ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ବର,୧୫/୧ : ବିଜେଡିରୁ ୨ ବିଧାୟକ ସସପେଣ୍ଡ । ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ ଏବଂ ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ର ସସପେଣ୍ଡ ।

ଦଳ ବିରୋଧୀ କାର୍ଯ୍ୟ ପାଇଁ କାର୍ଯ୍ୟାନୁଷ୍ଠାନ । ସସପେଣ୍ଡ କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।