ଆସନ୍ତାକାଲି ଜଗତସିଂହପୁରରେ ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି

ଭୁବନେଶ୍ୱର, ୨୬/୭ : ଲଘୁଚାପଜନିତ ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଜଗତସିଂହପୁର ଜିଲ୍ଲାର ସମସ୍ତ ସରକାରୀ ଓ ଘରୋଇ ବିଦ୍ୟାଳୟ ସହ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ରରେ ଆସନ୍ତାକାଲି ପାଇଁ ଛୁଟି ଘୋଷଣା କରାଯାଇଛି। ଏନେଇ ଜିଲ୍ଲାପାଳଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *