ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଉପଲକ୍ଷେ ଓଡ଼ିଶାବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା

ଭୁବନେଶ୍ୱର, ୨୯/୬ : ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଉପଲକ୍ଷେ ଓଡ଼ିଶାବାସୀଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା l
ଆଜି କୋଟି କୋଟି ଭକ୍ତବୃନ୍ଦ ମହାପ୍ରଭୁଙ୍କର ଏହି ମାନବୀୟ ଲୀଳାକୁ ସ୍ୱଚକ୍ଷୁରେ ଦର୍ଶନ କରିବାର ପୁଣ୍ୟ ସୌଭାଗ୍ୟ ଲାଭ କରିବେ।
ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ସମସ୍ତଙ୍କୁ ସୁଖ, ଶାନ୍ତି ଓ ସମୃଦ୍ଧିର ଆଶୀର୍ବାଦ ପ୍ରାପ୍ତ ହେଉ ବୋଲି କହିଛନ୍ତି ବିଜେପି ସଭାନେତ୍ରୀ ଦେବସ୍ମିତା ମହାନ୍ତି l

Leave a Reply

Your email address will not be published. Required fields are marked *