ଭୁବନେଶ୍ୱର, ୧୬/୭ : କୋଟି ଓଡ଼ିଆଙ୍କ ମଉଡ଼ମଣି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ଉପଲକ୍ଷେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା।

ମହାପ୍ରଭୁ ଶ୍ରୀଜଗନ୍ନାଥ, ପ୍ରଭୁ ବଳଭଦ୍ର ଓ ମା’ ସୁଭଦ୍ରାଙ୍କ ଅସୀମ କୃପା ଓ ଆଶୀର୍ବାଦରେ ରାଜ୍ୟରେ ସୁଖ, ଶାନ୍ତି, ସମୃଦ୍ଧି ଓ ପ୍ରଗତିର ଧାରା ଅବ୍ୟାହତ ରହୁ ବୋଲି କହିଛନ୍ତି ସମାଜସେବୀ ସୁମିତ୍ରା ପଣ୍ଡା l













Leave a Reply