ଭୁବନେଶ୍ବର,୨୪/୭ : ଆପଣଙ୍କୁ ଏବଂ ଆପଣଙ୍କ ପରିବାରବର୍ଗଙ୍କୁ ପବିତ୍ର ବାହୁଡ଼ା ଯାତ୍ରାର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ । ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ ଭାଇ ବଳଭଦ୍ର ଓ ମାଆ ସୁଭଦ୍ରାଙ୍କ ଦିବ୍ୟ କୃପା ଓ ଆଶୀର୍ବାଦ ସଦାବେଳେ ଆପଣଙ୍କ ଜୀବନକୁ ସୁଖ, ଶାନ୍ତି ଏବଂ ସମୃଦ୍ଧିରେ ଭରିଦେଉ ବୋଲି କହିଛନ୍ତି ନିର୍ଦ୍ଦେଶକ ଜିତେଶ କୁମାର ପରିଡ଼ା ।
ପବିତ୍ର ବାହୁଡ଼ା ଯାତ୍ରାର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ : ଜିତେଶ କୁମାର ପରିଡ଼ା












Leave a Reply