ଅନୁ ଗର୍ଗ ହେବେ ରାଜ୍ୟର ଆଗାମୀ ମୁଖ୍ୟ ଶାସନ ସଚିବ
ଭୁବନେଶ୍ବର,୨୪/୧୨ : ଆଇଏଏସ ଅନୁ ଗର୍ଗ ହେବେ ରାଜ୍ୟର ଆଗାମୀ ମୁଖ୍ୟ ଶାସନ ସଚିବ । ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୩୧ରେ ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ସରିବ। ଶ୍ରୀ ଆହୁଜାଙ୍କ ସ୍ଥାନରେ ରାଜ୍ୟ ସରକାର ଅନୁ ଗର୍ଗଙ୍କୁ ଅବସ୍ଥାପିତ କରିଛନ୍ତି। ଏହାଛଡ଼ା ସେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ହୋଇଛନ୍ତି ।

Editor 


