ପୁରୀରେ ବଲିଉଡ୍ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ, ମହାପ୍ରଭୁଙ୍କୁ ଦର୍ଶନ କଲେ
ଭୁବନେଶ୍ବର,୧୫/୧ : ପୁରୀରେ ବଲିଉଡ୍ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ । ଆଜି ପରିବାର ଲୋକଙ୍କ ସହ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରି ଆଶିଷ ଲାଭ କରିଛନ୍ତି ।
କଡ଼ା ସୁରକ୍ଷା ମଧ୍ୟରେ ଶ୍ରୀମନ୍ଦିର ସିଂହଦ୍ବାରଠାରେ ପହଞ୍ଚିବା ପରେ ତାଙ୍କ କୌଳିକ ପଣ୍ଡା ସ୍ବାଗତ କରିଥିଲେ । ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

Editor 


