ହୋର୍ଡିଂ ଭୁଶୁଡ଼ି ୨ ମୃତ୍ୟୁ ଘଟଣା ; ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ହୋର୍ଡିଂ ଭୁଶୁଡ଼ି ୨ ମୃତ୍ୟୁ ଘଟଣା ; ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫/୨ : ହୋର୍ଡିଂ ଭୁଶୁଡ଼ି ମୃତ୍ୟୁ ଘଟଣାରେ ୪ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଭୁବନେଶ୍ୱରର ଆଇଗିଣିଆରେ ଏହି ଦୁଃଖଦ ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିବା ସହ ଉଭୟ ମୃତକ ଟୁନା ଗୌଡ଼ ଏବଂ ସଚ୍ଚିଦାନନ୍ଦ ପ୍ରଧାନଙ୍କ ପରିବାର ଲୋକଙ୍କୁ ୪ ଲକ୍ଷ ଟଙ୍କା ଲେଖାଏ ଦେବାକୁ ଘୋଷଣା କରିଛନ୍ତି ।