ମେ ୧୮ ଓ ୨୫ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ
ଭୁବନେଶ୍ୱର, ୧୬/୫ : ପ୍ରଚଣ୍ଡ ରୌଦ୍ରତାପ ଯୋଗୁଁ ଆସନ୍ତା ମେ ୧୮ ଓ ୨୫ତାରିଖ ସୋମବାରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ଜଣାଇ ଦିଆଯିବ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Editor 


