ବିଜେଡି ଛାଡ଼ିଲେ ବାଲେଶ୍ବରର ପୂର୍ବତନ ସାଂସଦ ରବୀନ୍ଦ୍ର ଜେନା

ବିଜେଡି ଛାଡ଼ିଲେ ବାଲେଶ୍ବରର ପୂର୍ବତନ ସାଂସଦ ରବୀନ୍ଦ୍ର ଜେନା

ଭୁବନେଶ୍ବର,୧୦/୩ : ବିଜେଡି ଛାଡ଼ିଲେ ବାଲେଶ୍ବରର ପୂର୍ବତନ ସାଂସଦ ରବୀନ୍ଦ୍ର ଜେନା । ବିଜେଡିରୁ ଦେଇଛନ୍ତି ଇସ୍ତଫା । ସେ ବ୍ୟକ୍ତିଗତ କାରଣ ଦର୍ଶାଇ ଦେଇଛନ୍ତି ଇସ୍ତଫା । ନିଜ ଇସ୍ତଫାପତ୍ର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ପଠାଇଛନ୍ତି ।