ନୂତନ ବର୍ଷର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ : ସମାଜସେବୀ ସୁମିତ୍ରା ପଣ୍ଡା

ନୂତନ ବର୍ଷର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ : ସମାଜସେବୀ ସୁମିତ୍ରା ପଣ୍ଡା

ଭୁବନେଶ୍ବର, ୨/୧ : ଇଂରାଜୀ ନୂତନ ବର୍ଷ ୨୦୨୬ର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ନୂତନ ବର୍ଷ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧିର ନୂଆ ଆଲୋକ ଭରି ଦେଉ ବୋଲି କହିଛନ୍ତି ସମାଜସେବୀ ସୁମିତ୍ରା ପଣ୍ଡା ।

 ଏହି ନୂତନ ବର୍ଷ ସମସ୍ତଙ୍କ ଜୀବନରେ ନୂଆ ଆଶା, ନୂଆ ସଙ୍କଳ୍ପ ଓ ନୂଆ ଆତ୍ମବିଶ୍ୱାସ ନେଇ ଆସୁ ବୋଲି କହିଛନ୍ତି ଶ୍ରୀମତି ପଣ୍ଡା ।