ଏପ୍ରିଲ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ସ୍ଥଗିତ
ଭୁବନେଶ୍ବର, ୨୬/୪ : ଏପ୍ରିଲ ୨୭ରେ ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ସ୍ଥଗିତ। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି । ଏ ନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Editor 


