ମକର ସଂକ୍ରାନ୍ତି ଉପଲକ୍ଷେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ : ଅଂଶୁ ତ୍ରିପାଠୀ
ଭୁବନେଶ୍ୱର, ୧୪/୧ : ପବିତ୍ର ମକର ସଂକ୍ରାନ୍ତି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମହିଳା ଉଦ୍ୟୋଗୀ ତଥା ବିଜେଡି ନେତ୍ରୀ ଅଂଶୁ ତ୍ରିପାଠୀ । ସେ କହିଛନ୍ତି, ଉତ୍ସାହ, ଉଦ୍ଦିପନା ଓ ପରମ୍ପରାର ପର୍ବ ମକର ସଂକ୍ରାନ୍ତି ଉପଲକ୍ଷେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ।
ଓଡ଼ିଶାର ଏହି ମହାନ ପରମ୍ପରା ଆମ ସାମାଜିକ ଏକତା ଓ ସଂହତିକୁ ଆହୁରି ସୁଦୃଢ଼ କରୁ । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କରୁଣା ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଦେଉ ବୋଲି କହିଛନ୍ତି ଶ୍ରୀମତି ତ୍ରିପାଠୀ।

Editor 


