ଉତ୍ସାହ, ଉଦ୍ଦିପନା ଓ ପରମ୍ପରାର ପର୍ବ ମକର ସଂକ୍ରାନ୍ତି : ଦେବସ୍ମିତା ମହାନ୍ତି
ଭୁବନେଶ୍ୱର, ୧୪/୧ : ପବିତ୍ର ମକର ସଂକ୍ରାନ୍ତି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ବିଜେପି ସଭାନେତ୍ରୀ ଦେବସ୍ମିତା ମହାନ୍ତି । ସେ କହିଛନ୍ତି, ଉତ୍ସାହ, ଉଦ୍ଦିପନା ଓ ପରମ୍ପରାର ପର୍ବ ମକର ସଂକ୍ରାନ୍ତି ଉପଲକ୍ଷେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ।
ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କରୁଣା ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଦେଉ ବୋଲି କହିଛନ୍ତି ଶ୍ରୀମତି ମହାନ୍ତି।

Editor 


