ପ୍ରଭୁଙ୍କ କୃପାରୁ ସମସ୍ତଙ୍କ ଜୀବନ ସୁଖ ଓ ସମୃଦ୍ଧିରେ ଭରିଯାଉ : ଅମରେଶ ପତ୍ରି
ଭୁବନେଶ୍ବର,୨୭/୩ : ମର୍ଯ୍ୟାଦା ପୁରୁଷୋତ୍ତମ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ପବିତ୍ର ଜନ୍ମୋତ୍ସବ ‘ଶ୍ରୀରାମ ନବମୀ’ ଅବସରରେ ହାର୍ଦ୍ଦିକ ଶୁଭେଚ୍ଛା । ପବିତ୍ର ଶ୍ରୀରାମ ନବମୀ ଅବସରରେ ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ପ୍ରଭୁଙ୍କ କୃପାରୁ ସମସ୍ତଙ୍କ ଜୀବନ ସୁଖ ଓ ସମୃଦ୍ଧିରେ ଭରିଯାଉ, ଏହା ହିଁ ମୋର କାମନା ବୋଲି କହିଛନ୍ତି ବିଜେଡି ନେତା ଅମରେଶ ପତ୍ରି ।

Editor 


