ସମସ୍ତଙ୍କ ଜୀବନ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରିଯାଉ : ଦେବସ୍ମିତା ମହାନ୍ତି, ବିଜେପି ନେତ୍ରୀ

ସମସ୍ତଙ୍କ ଜୀବନ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରିଯାଉ : ଦେବସ୍ମିତା ମହାନ୍ତି, ବିଜେପି ନେତ୍ରୀ

ଭୁବନେଶ୍ୱର, ୨0/୪ : ପବିତ୍ର ଅକ୍ଷୟ ତୃତୀୟା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା l ଆଜିର ଏହି ଶୁଭ ଦିନରେ ମହାପ୍ରଭୁଙ୍କ ରଥ ନିର୍ମାଣର ଶୁଭାରମ୍ଭ ଓ ଚାଷୀ ଭାଇଙ୍କ ଅକ୍ଷିମୁଠି ଅନୁକୂଳ ଆମ ସଂସ୍କୃତି ଓ ସମୃଦ୍ଧିର ପ୍ରତୀକ।

ଏହି ପବିତ୍ର ତିଥିରେ ପ୍ରତିଟି ଓଡ଼ିଆଙ୍କ ଜୀବନ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରିଯାଉ ବୋଲି ମୁଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଛି ବୋଲି କହିଛନ୍ତି ବିଜେପି ନେତ୍ରୀ ଦେବସ୍ମିତା ମହାନ୍ତି l