ସମସ୍ତଙ୍କ ଜୀବନ ସୁଖ ଓ ସମୃଦ୍ଧିରେ ଭରିଯାଉ : ଡ. ତିରୁପତି ପାଣିଗ୍ରାହୀ

ସମସ୍ତଙ୍କ ଜୀବନ ସୁଖ ଓ ସମୃଦ୍ଧିରେ ଭରିଯାଉ : ଡ. ତିରୁପତି ପାଣିଗ୍ରାହୀ

ଭୁବନେଶ୍ବର,୨୭/୩ : ମର୍ଯ୍ୟାଦା ପୁରୁଷୋତ୍ତମ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ପବିତ୍ର ଜନ୍ମୋତ୍ସବ ‘ଶ୍ରୀରାମ ନବମୀ’ ଅବସରରେ ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ପ୍ରଭୁଙ୍କ କୃପାରୁ ସମସ୍ତଙ୍କ ଜୀବନ ସୁଖ ଓ ସମୃଦ୍ଧିରେ ଭରିଯାଉ, ଏହା ହିଁ ମୋର କାମନା ବୋଲି କହିଛନ୍ତି ହାଇଟେକ୍ ଗ୍ରୁପ୍‌ର ପ୍ରତିଷ୍ଠାତା ଅଧ୍ୟକ୍ଷ ଡ. ତିରୁପତି ପାଣିଗ୍ରାହୀ