ନୂଆ ବର୍ଷ ସମସ୍ତଙ୍କ ଜୀବନରେ ନୂଆ ଆଶା ନେଇ ଆସୁ : ମୁଖ୍ୟମନ୍ତ୍ରୀ

ନୂଆ ବର୍ଷ ସମସ୍ତଙ୍କ ଜୀବନରେ ନୂଆ ଆଶା ନେଇ ଆସୁ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧/୧ : ଇଂରାଜୀ ନୂତନ ବର୍ଷ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜ୍ଞାପନ କରିଛନ୍ତି ।

https://x.com/MohanMOdisha/status/2006567614978699375?t=EF3kR8APHMlGCJ734WVXEg&s=19

ସେ ତାଙ୍କ ଏକ୍ସ ହ୍ୟାଣ୍ଡେଲରେ ଲେଖିଛନ୍ତି କି, ଇଂରାଜୀ ନବ ବର୍ଷ ୨୦୨୬ଉପଲକ୍ଷେ ଓଡ଼ିଶାର ସମସ୍ତଙ୍କୁ ଅନେକ ଅନେକ ଶୁଭେଚ୍ଛା ଓ ଅଭିନନ୍ଦନ। ଏହି ନୂଆ ବର୍ଷ ସମସ୍ତଙ୍କ ଜୀବନରେ ନୂଆ ଆଶା, ନୂଆ ସଙ୍କଳ୍ପ ଓ ନୂଆ ଆତ୍ମବିଶ୍ୱାସ ନେଇ ଆସୁ।