ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ରବି ସ୍ୱାଇଁଙ୍କ ପରଲୋକ

ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ରବି ସ୍ୱାଇଁଙ୍କ ପରଲୋକ

ଭୁବନେଶ୍ଵର,୭/୪ : ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ରବି ସ୍ୱାଇଁଙ୍କର ପରଲୋକ । ଲିଭର ସିରୋସିସ୍‌ରେ ପୀଡ଼ିତ ଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଥିବା ସୂଚନା ମିଳିଛି।

 ରବି ସ୍ଵାଇଁ ଓଲିଉଡ଼ ଜଗତରେ ଅନେକ ସଫଳ ଚଳଚ୍ଚିତ୍ର ଭେଟି ଦେଇଥିଲେ । ଜୋର ଯାର ମୂଲକ ତାର,କି ହେବ ଶୁଆ ପୋଷିଲେ, ଉଦଣ୍ଡୀ ସୀତା ଓ ପଞ୍ଜୁରୀ ଭିତରେ ଶାରୀ ଏଭଳି ଅନେକ ସୁପରହିଟ୍ ଫିଲ୍ମରେ ସେ ପ୍ରଯୋଜନା ଦେଇଥିଲେ।