ପ୍ରତି ପଞ୍ଚାୟତରେ ନିଯୁକ୍ତ ହେବେ ପିଅନ

ପ୍ରତି ପଞ୍ଚାୟତରେ ନିଯୁକ୍ତ ହେବେ ପିଅନ

ଭୁବନେଶ୍ୱର,୨୯/୧୧ : ରାଜ୍ୟର ପ୍ରତ୍ୟେକ ପଞ୍ଚାୟତରେ ଏଣିକି ନିଯୁକ୍ତ ହେବେ ପିଅନ । ଏ ନେଇ ଘୋଷଣା କରିଛନ୍ତି ରାଜ୍ୟ ସରକାର । ନୂତନ ପଦବୀ ସୃଷ୍ଟି ହେବା ସହ ଦରମା ୧୩ହଜାର ୧୬୦ଟଙ୍କା ରହିବ ।

ପୂର୍ବରୁ ପଞ୍ଚାୟତ ଗୁଡ଼ିକ ନିଜ ସ୍ତରରେ ପିଅନ ରଖି ଦରମା ଦେଉଥିଲେ । ଏବେ ରାଜ୍ୟ ସରକାର ଦରମା ଦେବେ।