‘ସମୃଦ୍ଧ ଓଡ଼ିଶା’ ଗଠନ ପାଇଁ ପୁନର୍ବାର ସଂକଳ୍ପବଦ୍ଧ ହେବା : ଦେବସ୍ମିତା ମହାନ୍ତି, ବିଜେପି ନେତ୍ରୀ

‘ସମୃଦ୍ଧ ଓଡ଼ିଶା’ ଗଠନ ପାଇଁ ପୁନର୍ବାର ସଂକଳ୍ପବଦ୍ଧ ହେବା : ଦେବସ୍ମିତା ମହାନ୍ତି, ବିଜେପି ନେତ୍ରୀ

ଭୁବନେଶ୍ବର,୧/୪ : ଉତ୍କଳ ଦିବସର ଅନେକ ଅନେକ ଶୁଭେଚ୍ଛା ଆମର ବରପୁତ୍ରମାନଙ୍କ ଅଦମ୍ୟ ସଂଘର୍ଷ ଓ ବଳିଦାନ ଯୋଗୁଁ ଆଜି ଆମେ ଏକ ସ୍ୱତନ୍ତ୍ର ପରିଚୟ ନେଇ ଗର୍ବର ସହ ଠିଆ ହୋଇଛୁ।

ଆଜିର ଏହି ଅବସରରେ, ଆସନ୍ତୁ ଆମର ଗୌରବମୟ ଐତିହ୍ୟକୁ ପାଥେୟ କରି ଏକ ‘ସମୃଦ୍ଧ ଓଡ଼ିଶା’ ଗଠନ ପାଇଁ ପୁନର୍ବାର ସଂକଳ୍ପବଦ୍ଧ ହେବା ବୋଲି କହିଛନ୍ତି ବିଜେପି ନେତ୍ରୀ ଦେବସ୍ମିତା ମହାନ୍ତି