ବଲାଙ୍ଗୀର ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା

ବଲାଙ୍ଗୀର ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା

ବଲାଙ୍ଗୀର, ୧୭/୪ : ବଲାଙ୍ଗୀର ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତା ୧୮ରୁ ୨୧ ଯାଏଁ ଜିଲ୍ଲାରେ ସମସ୍ତ ସ୍କୁଲ ବନ୍ଦ ରହିବ ।

ପ୍ରବଳ ଖରା ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଏଭଳି ନିଷ୍ପତ୍ତି ନେଇଛନ୍ତି । ପରେ ସ୍ଥିତି ଦେଖି ଖରାଛୁଟି ଘୋଷଣା କରାଯିବ ବୋଲି କହିଛନ୍ତି ।