ଭୁବନେଶ୍ବର,୩/୧୧ : ବୁଧବାର କାର୍ତ୍ତିକ କୃଷ୍ଣପକ୍ଷ ଦଶମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ l ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି l
ନଭେମ୍ବର ୪ରେ ବନକଲାଗି ନୀତି













Leave a Reply