ଆମରଣ ଅନଶନ ବେଳେ ଅସୁସ୍ଥ ହେଲେ ସରପଞ୍ଚ ଚାମେଲି ଓଝା

ଭୁବନେଶ୍ୱର,୧୩/୭ : ଆମରଣ ଅନଶନରେ ବସିଥିବା ବେଳେ କେନ୍ଦ୍ରାପଡ଼ା ଜିଲ୍ଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝା ହଠାତ୍ ଅସୁସ୍ଥ ହୋଇପଡ଼ିଛନ୍ତି। ସ୍ୱାସ୍ଥ୍ୟାବସ୍ଥା ଅବନତି ଘଟିବା ପରେ ତାଙ୍କୁ ତୁରନ୍ତ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଚାମେଲି ଓଝା ନିଜ ପ୍ରତି ହୋଇଥିବା ଅନ୍ୟାୟ ଓ ଅତ୍ୟାଚାରର ବିଚାର ଦାବିରେ ଭୁବନେଶ୍ୱର ଲୋୟର ପିଏମଜିରେ ଆମରଣ ଅନଶନ ଜାରି ରଖିଥିଲେ।

Leave a Reply

Your email address will not be published. Required fields are marked *