କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୬/୬ : କେନ୍ଦ୍ର ଶିକ୍ଷାମନ୍ତ୍ରୀ ତଥା ସମ୍ବଲପୁରର ମାନ୍ୟବର ସାଂସଦ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ ତାଙ୍କ ଏକ୍ସ ହ୍ୟାଣ୍ଡେଲରେ ଲେଖିଛନ୍ତି , କେନ୍ଦ୍ର ଶିକ୍ଷାମନ୍ତ୍ରୀ ତଥା ସମ୍ବଲପୁରର ମାନ୍ୟବର ସାଂସଦ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନ ଅବସରରେ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭକାମନା।

ମହାପ୍ରଭୁ ଶ୍ରୀ ଜଗନ୍ନାଥ ଓ ମା’ ସମଲେଶ୍ୱରୀ ଆପଣଙ୍କୁ ସୁଖୀ,ନିରୋଗ ଓ ଦୀର୍ଘାୟୁ କରିବା ସହ ଜନସେବା ପାଇଁ ଅସୀମ ଶକ୍ତି ପ୍ରଦାନ କରନ୍ତୁ ।

Leave a Reply

Your email address will not be published. Required fields are marked *