ସମସ୍ତଙ୍କ ଜୀବନ ସୁଖ, ଶାନ୍ତି ଓ ସମୃଦ୍ଧିରେ ପରିପୂର୍ଣ୍ଣ ହେଉ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୫/୭ : ପବିତ୍ର ସୁନାବେଶ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ ତାଙ୍କ ସୋସିଆଲ ମିଡ଼ିଆରେ ଲେଖିଛନ୍ତି, ମହାପ୍ରଭୁଙ୍କ ପବିତ୍ର ସୁନାବେଶ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ମହାପ୍ରଭୁଙ୍କ ଅପାର କୃପାରୁ ସମସ୍ତଙ୍କ ଜୀବନ ସୁଖ, ଶାନ୍ତି ଓ ସମୃଦ୍ଧିରେ ପରିପୂର୍ଣ୍ଣ ହେଉ । ଜୟ ଜଗନ୍ନାଥ।

Leave a Reply

Your email address will not be published. Required fields are marked *