ଶ୍ରୀରାମ ନବମୀ ଅବସରରେ ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ : ମୁଖ୍ୟମନ୍ତ୍ରୀ

ଶ୍ରୀରାମ ନବମୀ ଅବସରରେ ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୭/୩ : ପବିତ୍ର ଶ୍ରୀରାମ ନବମୀ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ ତାଙ୍କ ଏକ୍ସ ହ୍ୟାଣ୍ଡେଲରେ ଲେଖିଛନ୍ତି, ପବିତ୍ର ଶ୍ରୀରାମ ନବମୀ ଅବସରରେ ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ମର୍ଯ୍ୟାଦା ପୁରୁଷୋତ୍ତମ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ଆଦର୍ଶ ଆମ ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ ହେଉ। ପ୍ରଭୁଙ୍କ କୃପାରୁ ସମସ୍ତଙ୍କ ଜୀବନ ସୁଖ ଓ ସମୃଦ୍ଧିରେ ଭରିଯାଉ, ଏହା ହିଁ କାମନା।