ସମସ୍ତଙ୍କ ଜୀବନ ସୁଖ ଓ ସମୃଦ୍ଧିରେ ଭରିଯାଉ : ରଶ୍ମିତା ମଲ୍ଲିକ

ସମସ୍ତଙ୍କ ଜୀବନ ସୁଖ ଓ ସମୃଦ୍ଧିରେ ଭରିଯାଉ : ରଶ୍ମିତା ମଲ୍ଲିକ

ଭୁବନେଶ୍ବର,୨୭/୩ : ମର୍ଯ୍ୟାଦା ପୁରୁଷୋତ୍ତମ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ପବିତ୍ର ଜନ୍ମୋତ୍ସବ ‘ଶ୍ରୀରାମ ନବମୀ’ ଅବସରରେ ହାର୍ଦ୍ଦିକ ଶୁଭେଚ୍ଛା । ପବିତ୍ର ଶ୍ରୀରାମ ନବମୀ ଅବସରରେ ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ପ୍ରଭୁଙ୍କ କୃପାରୁ ସମସ୍ତଙ୍କ ଜୀବନ ସୁଖ ଓ ସମୃଦ୍ଧିରେ ଭରିଯାଉ, ଏହା ହିଁ ମୋର କାମନା ବୋଲି କହିଛନ୍ତି ସୁକୁନ ଫାଉଣ୍ଡେସନର ପ୍ରତିଷ୍ଠାତା ତଥା ସମାଜସେବୀ ରଶ୍ମିତା ମଲ୍ଲିକ।