ପବିତ୍ର ରଥଯାତ୍ରା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା : ଚନ୍ଦନ କର

ଭୁବନେଶ୍ୱର, ୧୬/୭ : ବିଶ୍ୱ ପ୍ରସିଦ୍ଧ ପବିତ୍ର ରଥଯାତ୍ରା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅପାର କରୁଣାରୁ ପ୍ରତ୍ୟେକ ଜୀବନ ଆନନ୍ଦ, ସୁଖ, ଶାନ୍ତି ଓ ସମୃଦ୍ଧିରେ ପରିପୂର୍ଣ୍ଣ ହେଉ ବୋଲି କହିଛନ୍ତି ଅଭିନେତା ଚନ୍ଦନ କର l

Leave a Reply

Your email address will not be published. Required fields are marked *