ଭୁବନେଶ୍ବର,୨୪/୭ : ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅପାର କୃପାରୁ ସମସ୍ତଙ୍କ ଜୀବନ ସୁଖ, ଶାନ୍ତି, ସମୃଦ୍ଧି ଓ ମଙ୍ଗଳରେ ପରିପୂର୍ଣ୍ଣ ହେଉ। ଭକ୍ତି, ପ୍ରେମ ଓ ସଦ୍ଭାବନାର ଏହି ପବିତ୍ର ପର୍ବ ସମସ୍ତଙ୍କ ପାଇଁ ନୂତନ ଆଶା ଓ ଆନନ୍ଦର ବାର୍ତ୍ତା ଆଣୁ ଏତିକି ମହାପ୍ରଭୁଙ୍କ ପାଖରେ ପ୍ରାର୍ଥନା ବୋଲି କହିଛନ୍ତି ଓଡ଼ିଶା ଅପଡେଟର ସମ୍ପାଦକ ଟିକାୟତ ନାୟକ।
ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା : ଟିକାୟତ ନାୟକ













Leave a Reply