IPS ସ୍ତରରେ ଅଦଳ ବଦଳ କଲେ ରାଜ୍ୟ ସରକାର

IPS ସ୍ତରରେ ଅଦଳ ବଦଳ କଲେ ରାଜ୍ୟ ସରକାର

ଭୁବନେଶ୍ବର,୯/୭ : ଆଜି ଆଇପିଏସ ସ୍ତରରେ ଅଦଳବଦଳ କରାଯାଇଛି । ସଞ୍ଜୀବ ପଣ୍ଡା ହେଲେ ADG ନକ୍ସଲ ବିରୋଧୀ ଅପରେସନ୍ । ସେହିପରି ଅଖିଳେଶ୍ବର ସିଂ ହେଲେ ସ୍ବତନ୍ତ୍ର ଗୁଇନ୍ଦା ଶାଖା DIG । ଅନ୍ୟପଟେ କେଭି ସିଂ ହେଲେ ଦକ୍ଷିଣ-ପଶ୍ଚିମାଞ୍ଚଳ DIG

ଯଦି ଦେଖିବା ସଞ୍ଜୀବ ପଣ୍ଡାଙ୍କୁ ଗୁରୁ ଦାୟିତ୍ବ ଦିଆଯାଇଛି । ବର୍ତ୍ତମାନ ସାରା ଦେଶରେ ନକ୍ସଲ ବିରୋଧୀ ଅପରେସନ ଚାଲିଥିବା ବେଳେ ସଞ୍ଜୀବ ପଣ୍ଡାଙ୍କୁ ଏହି ଗୁରୁ ଦାୟିତ୍ବ ଦିଆଯାଇଛି ।