ବୁଧବାର ୫ ଘଣ୍ଟା କାଳିଆ ଦର୍ଶନ ବନ୍ଦ

୧୧ /୮ : ବୁଧବାର(ତା ୧୨.୦୮.୨୦୨୬)ରିଖ ଶ୍ରାବଣ କୃଷ୍ଣ ଅମାବାସ୍ୟା ତିଥିରେ ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଏହି ନୀତି ସମୟରେ ୫ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ଏଣୁ ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୨.୦୦ ଟିକା ଠାରୁ ସନ୍ଧ୍ୟା ଘ.୭.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

Leave a Reply

Your email address will not be published. Required fields are marked *