ଭୁବନେଶ୍ବର,୧୪/୯ : ପବିତ୍ର ଗଣେଶ ପୂଜା ଅବସରରେ ରାଜ୍ୟ ଓ ଦେଶବାସୀଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି ଓଡ଼ିଶା ଅପଡେଟର ସମ୍ପାଦକ ଟିକାୟତ ନାୟକ । ସେ କହିଛନ୍ତି , ବିଘ୍ନବିନାଶକ ପ୍ରଭୁ ଶ୍ରୀଗଣେଶଙ୍କ ଆଶୀର୍ବାଦ ସମସ୍ତଙ୍କ ଉପରେ ସଦା ବର୍ଷିତ ହେଉ। ସମସ୍ତଙ୍କ ଜୀବନ ସୁଖ, ଶାନ୍ତି, ସମୃଦ୍ଧି ଓ ସଫଳତାରେ ଭରିଯାଉ। ଆସନ୍ତୁ, ପ୍ରଭୁ ଶ୍ରୀଗଣେଶଙ୍କ ଆଶୀର୍ବାଦରେ ଏକ ସୁନ୍ଦର ଓ ସମୃଦ୍ଧ ସମାଜ ଗଢ଼ିବା। ଜୟ ଶ୍ରୀଗଣେଶ ।













Leave a Reply