ନୂଆଦିଲ୍ଲୀ, ୧୭/୧0: ଛାତିରେ ସଂକ୍ରମଣ ଯୋଗୁଁ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ। ଛାତି ସଂକ୍ରମଣ ଏବଂ ବାର୍ଦ୍ଧକ୍ୟଜନିତ ସମସ୍ୟା ନେଇ ଦିଲ୍ଲୀ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ତାଙ୍କର ଏବେ ଚିକିତ୍ସା ଜାରି ରହିଛି। ବର୍ତ୍ତମାନ ଆଡଭାନୀଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାପଡିଛି।













Leave a Reply