ଅଳ୍ପକେ ବର୍ତ୍ତିଲା ଅମିତ ଶାହଙ୍କ ହେଲିକପ୍ଟର

ଅଳ୍ପକେ ବର୍ତ୍ତିଲା ଅମିତ ଶାହଙ୍କ ହେଲିକପ୍ଟର

ନୂଆଦିଲ୍ଲୀ,୨୯/୪ : କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ହେଲିକପ୍ଟର ସୋମବାର ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତିଯାଇଛି। ବିହାରର ବେଗୁସରାଇକୁ ଉଡ଼ାଣ ଭରୁଥିବାବେଳେ ଏହି ଘଟଣା ଘଟିଛି । ହେଲିକପ୍ଟରଟି ହଠାତ୍ କୌଣସି କାରଣରୁ ଭାରସାମ୍ୟ ହରାଇଥିଲା। ତେବେ ପାଇଲଟଙ୍କ ଉପସ୍ଥିତ ଜ୍ଞାନ ଯୋଗୁ ଏକ ବଡ଼ ଦୁର୍ଘଟଣା ଟଳିଯାଇଛି।