ଆସନ୍ତା ୨୯ରେ ବଲାଙ୍ଗିରରେ ଜିଲ୍ଲାସ୍ତରୀୟ ଓ ପଞ୍ଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣି, ଜାଣନ୍ତୁ କେଉଁଠି ହେବ

ଭୁବନେଶ୍ବର,୨୫/୭ : ଆସନ୍ତା ୨୯ତାରିଖ ସୋମବାର ବଲାଙ୍ଗିର ଜିଲ୍ଲାରେ ନିମ୍ନ ସୂଚୀ ଅନୁଯାୟୀ ଜିଲ୍ଲାସ୍ତରୀୟ ଓ ଗ୍ରାମ ପଞ୍ଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ଏ ନେଇ ବଲାଙ୍ଗିର ଜିଲ୍ଲାପାଳ ପକ୍ଷରୁ ଏକ୍ସରେ ସୂଚନା ଦିଆଯାଇଛି ।
https://x.com/CollectorBgr/status/1816452021186437405?t=esbzuWdtwwwc4QX3YIsmtQ&s=19