କୋରବା ଏକ୍ସପ୍ରେସରେ ଚାପି ହୋଇ ମା’ ଓ ୪ ବର୍ଷର ଶିଶୁକନ୍ୟା ଗୁରୁତର

କୋରବା ଏକ୍ସପ୍ରେସରେ ଚାପି ହୋଇ ମା’ ଓ ୪ ବର୍ଷର ଶିଶୁକନ୍ୟା ଗୁରୁତର

ରାୟଗଡ଼ା,୧୮/୧୦ : କୋରବା ଏକ୍ସପ୍ରେସରେ ଚାପି ହୋଇ ମା ଓ ୪ ବର୍ଷର ଶିଶୁକନ୍ୟା ଗୁରୁତର। ରାୟଗଡ଼ା ଜିଲ୍ଲା ସିଙ୍ଗାପୁରୁ ରୋଡ଼ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢିବା ସମୟରେ ଏହି ଅଘଟଣ ଘଟିଛି । ଭାରସାମ୍ୟ ହରାଇ କୋରବା ଏକ୍ସପ୍ରେସ ଚକା ତଳେ ପଡ଼ି ଯାଇଥିଲେI  ମା ଓ ୪ ବର୍ଷର ଶିଶୁକନ୍ୟା

ଉଭୟ ଗୁରୁତର ଥିବାରୁ ପ୍ରଥମେ ରେଳ ବିଭାଗ ପୁଲିସ ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲାI ଉଭୟଙ୍କ ଅବସ୍ଥା ଗୁରୁତର ଥିବାରୁ ପରେ ଡାକ୍ତର ବ୍ରହ୍ମପୁର ଏମକେସିଜିକୁ ସ୍ଥାନାନ୍ତରିତ କରିଛନ୍ତି।