ଚିକିତ୍ସାଧୀନ ଅବସ୍ଥାରେ ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ
କଟକ, ୨0/୭ : ପଦ୍ମଶ୍ରୀ କମଳା ପୂଜାରୀଙ୍କ କଟକର ଏସସିବି ମେଡିକାଲରେ ପରଲୋକ ହୋଇଛି। ୨ ଦିନ ତଳେ ଅସୁସ୍ଥ ହୋଇ ସେ ଆଇସିୟୁରେ ଭର୍ତ୍ତି ହୋଇଥିଲେ। ଆଜି ଭୋର ୫ଟା ସମୟରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି ପଦ୍ମଶ୍ରୀ କମଳା ପୂଜାରୀ।

Editor 


