ଡିସେମ୍ବର ୧ରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ଗୁଣ୍ଡିଚା ମନ୍ଦିର
ପୁରୀ,୨୬/୧୧ : ଡିସେମ୍ବର ୧ରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ଗୁଣ୍ଡିଚା ମନ୍ଦିର। ପରୀକ୍ଷାମୂଳକ ଭାବେ ଟିକେଟ ଦର୍ଶନ ବ୍ୟବସ୍ଥା ଆରମ୍ଭ ହେବ ବୋଲି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ଭକ୍ତଙ୍କ ପିଛା ଟିକେଟ୍ର ମୂଲ୍ୟ ୧୦ଟଙ୍କା ରହିବ ।
୫ ବର୍ଷରୁ କମ୍, ୮୦ ବର୍ଷରୁ ଅଧିକ ଓ ଦିବ୍ୟାଙ୍ଗଙ୍କ ପାଇଁ ଦେୟମୁକ୍ତ ଦର୍ଶନ ବ୍ୟବସ୍ଥା ରହିଛି। ପ୍ରତିଦିନ ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମନ୍ଦିର ଖୋଲିବ।

Editor 


