ପୁଣି ଏକ ଭିଡିଓ ଜାରି କରି ବର୍ଷିଲେ ନବୀନ
ଭୁବନେଶ୍ୱର,୧୮/୫: ପୁଣି ଏକ ଭିଡିଓ ଜାରି କରି ବର୍ଷିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି, ଓଡ଼ିଶା ପ୍ରସଙ୍ଗରେ କହିବା ଆଗରୁ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ପ୍ରଥମେ ନିଜ ରାଜ୍ୟକଥା ଚିନ୍ତା କରନ୍ତୁ ।

Editor 


