ପୂର୍ବତନ ବୈଦେଶିକ ମନ୍ତ୍ରୀ ନଟୱର ସିଂହଙ୍କ ପରଲୋକ

ପୂର୍ବତନ ବୈଦେଶିକ ମନ୍ତ୍ରୀ ନଟୱର ସିଂହଙ୍କ ପରଲୋକ

ନୂଆଦିଲ୍ଲୀ,୧୧/୮ : ପୂର୍ବତନ ବୈଦେଶିକ ମନ୍ତ୍ରୀ କେ ନଟୱର ସିଂଙ୍କ ପରଲୋକ । ଦୀର୍ଘ ଦିନର ଅସୁସ୍ଥତା ପରେ ଶନିବାର ବିଳମ୍ବିତ ରାତିରେ ତାଙ୍କର ଦେହାନ୍ତ ହୋଇଛି । ୯୫ ବର୍ଷ ବୟସରେ ତାଙ୍କର ନିଧନ ହୋଇଛି । ତାଙ୍କ ପରିବାର ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି। ଦିଲ୍ଲୀ ନିକଟ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ନଟୱର ସିଂ ଶେଷ ନିଶ୍ୱାସ ତ୍ୟାଗ କରିଥିବା ପରିବାର ପକ୍ଷରୁ ସୂଚନା ଦିଆଯାଇଛି ।