ବଦଳିଲା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ନାମ

ବଦଳିଲା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ନାମ

ନୂଆଦିଲ୍ଲୀ,୨/୧୨ : ବଦଳିଲା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ନାମ । ଆଉ ପିଏମଓ ନୁହେଁ ବରଂ ଏଥର ସେବାତୀର୍ଥ ନାଁରେ ଜଣାଯିବ । ପିଏମଓର ନାଁ ବଦଳି ହୋଇଛି ସେବାତୀର୍ଥ ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସେବାତୀର୍ଥ ନାମରେ ନାମିତ ହେବା ସହ ବିଚାର ମଧ୍ଯ ବଦଳିଲା । ପରିବର୍ତ୍ତିତ ନାମରେ ରହିଛି ଜନକଲ୍ୟାଣ ବାର୍ତ୍ତା ।