ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଲେ ଅରିନ୍ଦମ ଡାକୁଆ, ଅନୁପମ ଶାହା ହେଲେ ଅତିରିକ୍ତ ସଚିବ

ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଲେ ଅରିନ୍ଦମ ଡାକୁଆ, ଅନୁପମ ଶାହା ହେଲେ ଅତିରିକ୍ତ ସଚିବ

ଭୁବନେଶ୍ୱର,୧୭/୭ : କଟକ ଜିଲ୍ଲାପାଳ ଅରିନ୍ଦମ ଡାକୁଆ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ସେହିପରି ଜଗତସିଂହପୁର ଜିଲ୍ଲାପାଳ ଶ୍ରୀ ଅନୁପମ ଶାହାଙ୍କୁ  ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି।