ଶ୍ରୀରାମ ନବମୀ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଶ୍ରୀରାମ ନବମୀ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୬/୪ : ପବିତ୍ର ଶ୍ରୀରାମ ନବମୀ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ଏ ନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ପବିତ୍ର ଶ୍ରୀରାମ ନବମୀ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି। ମର୍ଯ୍ୟଦା ପୁରୁଷୋତ୍ତମ ଶ୍ରୀରାମଙ୍କ ସତ୍ୟ, ଧର୍ମ, ନ୍ୟାୟ ଓ ଆଦର୍ଶକୁ ପାଥେୟ କରି ସମାଜର ମଙ୍ଗଳ କାର୍ଯ୍ୟରେ ନିଜକୁ ନିୟୋଜିତ କରିବା। ପ୍ରଭୁ ଶ୍ରୀରାମଙ୍କ ଆଶୀର୍ବାଦରେ ସମସ୍ତଙ୍କ ଜୀବନ ସୁଖ, ଶାନ୍ତିରେ ପରିପୂର୍ଣ୍ଣ ହେଉ

ମୁଖ୍ୟମନ୍ତ୍ରୀ କହିଛନ୍ତି, ପବିତ୍ର ଶ୍ରୀରାମ ନବମୀ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି। ମର୍ଯ୍ୟଦା ପୁରୁଷୋତ୍ତମ ଶ୍ରୀରାମଙ୍କ ସତ୍ୟ, ଧର୍ମ, ନ୍ୟାୟ ଓ ଆଦର୍ଶକୁ ପାଥେୟ କରି ସମାଜର ମଙ୍ଗଳ କାର୍ଯ୍ୟରେ ନିଜକୁ ନିୟୋଜିତ କରିବା। ପ୍ରଭୁ ଶ୍ରୀରାମଙ୍କ ଆଶୀର୍ବାଦରେ ସମସ୍ତଙ୍କ ଜୀବନ ସୁଖ, ଶାନ୍ତିରେ ପରିପୂର୍ଣ୍ଣ ହେଉ